ଆଜିର ଖବର ଗୋଦାବରୀଶ ମହାବିଦ୍ୟାଳୟରେ ପୁରୁଣା ବସ୍ତ୍ର ସଂଗ୍ରହ ଅଭିଯାନର ଶୁଭାରମ୍ଭ ବାଣପୁର: ଆଜି ଗୋଦାବରୀଶ ମହାବିଦ୍ୟାଳୟ, ବାଣପୁରର ରୋଭର ଓ ରେଞ୍ଜରମାନଙ୍କ ପକ୍ଷରୁ ସାତ ଦିନିଆ ‘ପୁରୁଣା ବସ୍ତ୍ର ସଂଗ୍ରହ ଅଭିଯାନ’ର ଶୁଭାରମ୍ଭ କରାଯାଇଛି। ଏହି ଉଦ୍ଘାଟନୀ ସମାରୋହରେ…