ପୁରୁଷୋତ୍ତମପୁର ଗସ୍ତ

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆସନ୍ତା ୮ ତାରିଖରେ ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଗସ୍ତରେ ଯିବେ। ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି।…