Hockey Worldcup23 ହକି ବିଶ୍ବକପ୍ ପାଇଁ ସବୁ ରାଜନୈତିକ ଦଳ ଏକାଠି, ନବୀନଙ୍କୁ ପ୍ରଶଂସା କଲେ ଧର୍ମେନ୍ଦ୍ର ଭୁବନେଶ୍ବର: ପୁରୁଷ ବିଶ୍ବକପ୍ ହକି ୨୦୨୩ ଆୟୋଜନ ଏବଂ ସୁପରିଚାଳନା ନିମନ୍ତେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ଲୋକସେବା ଭବନର କନ୍ଭେନସେଣ୍ଟରଠାରେ ସର୍ବଦଳୀୟ ବୈଠକ…