ପୁରୁଷ ହକି ବିଶ୍ବକପ ଲୋଗୋ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଳିଙ୍ଗ ଷ୍ଟାଡିୟମରେ ପୁରୁଷ ହକି ବିଶ୍ବକପ ଲୋଗୋ ଉନମୋଚିତ କରିଛନ୍ତି। ୨୦୨୩ ଜାନୁଆରୀ ୧୩ରୁ ୨୯ ତାରିଖ ଯାଏଁ ଖେଳାଯିବ…