ଆଞ୍ଚଳିକ ଉତ୍କଳ ଦିବସ: ଜିଲ୍ଲା ପ୍ରଶାସନ ପକ୍ଷରୁ ଖୋର୍ଦ୍ଧା ସହର ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟାର୍ପଣ ଖୋର୍ଦ୍ଧା: ଉତ୍କଳ ଦିବସ ଅବସରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଖୋର୍ଦ୍ଧା ସହର ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟାର୍ପଣ କରାଯାଇଛି। ଖୋର୍ଦ୍ଧା କୋର୍ଟ ପରିସରସ୍ଥ ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ଜିଲ୍ଲା ପରିଷଦ…