ଆଜିର ଖବର ତାସକେଣ୍ଟସ୍ଥିତ ଶାସ୍ତ୍ରୀ ସ୍ମାରକୀରେ ପୁଷ୍ପମାଲ୍ୟ ଅର୍ପଣ କଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ତାସକେଣ୍ଟସ୍ଥିତ ଶାସ୍ତ୍ରୀ ସ୍ମାରକୀରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଚଳିତ ବର୍ଷ ୧୯୬୫ ମସିହାରେ ତାସକେଣ୍ଟରେ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ ହେବାର…