ଆଜିର ଖବର ବିଧାନସଭାର ଗବେଷଣା ଶାଖା ପକ୍ଷରୁ ପ୍ରକାଶିତ ନେତାଜୀଙ୍କ ଜୀବନୀ ସମ୍ପର୍କିତ ଏକ ପୁସ୍ତିକା ଉନ୍ମୋଚିତ ଭୁବନେଶ୍ଵର: ଭାରତର ସ୍ୱାଧୀନତା ସଂଗ୍ରାମରେ ଯେଉଁ ମହାନ୍ ବିପ୍ଳବୀମାନେ ନେତୃତ୍ୱ ନେଇ ସଂଗ୍ରାମ ରଥର ସାରଥି ସାଜିଥିଲେ, ସେମାନଙ୍କ ମଧ୍ୟରୁ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଥିଲେ…