ଆଜିର ଖବର କଟକର ବିଭିନ୍ନ ପୂଜା ମଣ୍ଡପ ବୁଲିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ମାଙ୍କୁ କଲେ ଦର୍ଶନ ଭୁବନେଶ୍ବର: ଆଜି କଟକର ବିଭିନ୍ନ ପୂଜା ମଣ୍ଡପ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଆଜି ସଂଧ୍ୟାରେ ମୁଖ୍ୟମନ୍ତ୍ରୀ କଟକର ପ୍ରସିଦ୍ଧ ମେଢ ଦର୍ଶନ କରିବା ସହିତ…