ବିଶେଷ ଖବର ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ଉପସ୍ଥାପିତ ହେଲା ପୂର୍ଣ୍ଣାଙ୍ଗ ବଜେଟ୍: ଜାଣନ୍ତୁ କ’ଣ କହିଲେ ମୁଖ୍ୟମନ୍ତ୍ରୀ ନବୀନ ଭୁବନେଶ୍ୱର: ଆଜି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି। ମୋଟ ୨ ଲକ୍ଷ କୋଟି ଟଙ୍କାର ବଜେଟ ଉପସ୍ଥାପନ…