ପୂର୍ଣ୍ଣାଙ୍ଗ ସ୍ୱାସ୍ଥ୍ୟସେବା

ନୂଆଦିଲ୍ଲୀ: ଏକ ଐତିହାସିକ ନିଷ୍ପତ୍ତିକ୍ରମେ କିନ୍ନର ମାନଙ୍କୁ ପୂର୍ଣ୍ଣାଙ୍ଗ ସ୍ୱାସ୍ଥ୍ୟସେବା ଯୋଗାଇ ଦେବାକୁ ଆଜି ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଅଧୀନ ଜାତୀୟ ସ୍ୱାସ୍ଥ୍ୟ ପ୍ରାଧିକରଣ (ଏନ.ଏଚ୍.ଏ.) ଓ ସାମାଜିକ…