ଆଜିର ଖବର ଖୋର୍ଦ୍ଧା ଜିଲ୍ଲା ଗସ୍ତରେ ଆଇନି, ପୂର୍ତ୍ତ ଏବଂ ଅବକାରୀ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ, ବିଭିନ୍ନ କାର୍ଯ୍ୟକ୍ରମରେ ଦେଲେ ଯୋଗ ଭୁବନେଶ୍ବର: ଆଜି ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ ରଜ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ଆଇନି, ପୂର୍ତ୍ତ ଏବଂ ଅବକାରୀ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ସକାଳ ଭୁବନେଶ୍ବରର ରଥ ବୈଠକ…