ଆଜିର ଖବର ପୂର୍ବତନ ଆଇନ ମନ୍ତ୍ରୀ ଶାନ୍ତି ଭୂଷଣଙ୍କ ଦେହାନ୍ତ: ୯୭ ବର୍ଷ ବୟସରେ ତ୍ୟାଗ କଲେ ଶେଷ ନିଶ୍ୱାସ ନୂଆଦିଲ୍ଲୀ: ବରିଷ୍ଠ ଓକିଲ ତଥା ପୂର୍ବତନ ଆଇନ ମନ୍ତ୍ରୀ ଶାନ୍ତି ଭୂଷଣଙ୍କ ଆଜି ଦେହାନ୍ତ ହୋଇଯାଇଛି। ସେ ଆଜି ଦିଲ୍ଲୀର ନିଜ ବାସ ଭବନରେ ସନ୍ଧ୍ୟା ୭…