ବିଶେଷ ଖବର ବ୍ରଜରାଜନଗର ଉପନିର୍ବାଚନ ପାଇଁ କଂଗ୍ରେସ ଘୋଷଣା କଲା ତାହାର ପ୍ରାର୍ଥୀ ଭୁବନେଶ୍ବର: ଝାରସଗୁଡା ଜିଲ୍ଲାର ବ୍ରଜରାଜନଗର ଉପନିର୍ବାଚନ ପାଇଁ କଂଗ୍ରେସ ତାହାର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି। ସେ ହେଲେ ଦଳର ବରିଷ୍ଠ ନେତା ତଥା ପୂର୍ବତନ ବାଚସ୍ପତି…