ଜାତୀୟ ଖବର ଭୁବନେଶ୍ୱରରେ ‘ପୂର୍ବାଞ୍ଚଳ କୃଷି ସମ୍ମିଳନୀ -୨୦୨୬’: ଓଡ଼ିଶାର କୃଷି ବିକାଶକୁ କେନ୍ଦ୍ରର ପ୍ରଶଂସା ଭୁବନେଶ୍ୱର: ପୂର୍ବ ଭାରତର କୃଷି ବିକାଶ ଓ କୃଷକଙ୍କ କଲ୍ୟାଣ ପାଇଁ ଭୁବନେଶ୍ୱରଠାରେ ଆଜି ‘ପୂର୍ବାଞ୍ଚଳ କ୍ଷେତ୍ରୀୟ କୃଷି ସମ୍ମିଳନୀ -୨୦୨୬’ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଶା,…