ରାଜ୍ୟ ଖବର ଅମିତ ଶାହଙ୍କ ଓଡ଼ିଶା ଗସ୍ତ ସ୍ଥଗିତ; ବାତିଲ ହେଲା ପୁରୀ ପୂର୍ବାଞ୍ଚଳ ଜୋନାଲ୍ କାଉନସିଲ୍ ବୈଠକ ଭୁବନେଶ୍ବର: ପୁରୀରେ ଆସନ୍ତା ୨୯ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ପୂର୍ବାଞ୍ଚଳ ଜୋନାଲ୍ କାଉନସିଲ୍ର ୨୮ତମ ବୈଠକ ବାତିଲ କରାଯାଇଛି। ଏଥିସହ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ…