ଆଜିର ଖବର ଅମିତ ଶାହାଙ୍କ ଉପସ୍ଥିତିରେ ମମତା ବାନାର୍ଜୀ ଏବଂ ବିଏସଏଫ ମଧ୍ୟରେ ବିତର୍କ: ଉଠିଲା ସୀମା ସୁରକ୍ଷା ପ୍ରସଙ୍ଗ କୋଲକାତା: ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ପୂର୍ବାଞ୍ଚଳ ଜୋନାଲ ପରିଷଦର ବୈଠକ ଚାଲିଛି। ବୈଠକରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଅଧ୍ୟକ୍ଷତା କରୁଛନ୍ତି। ଏହି ବୈଠକରେ ପଶ୍ଚିମବଙ୍ଗ, ବିହାର,…