ଆଜିର ଖବର ପୂର୍ବାଞ୍ଚଳ ଲେଖକ ସମ୍ମିଳନୀ ଉଦଘାଟିତ ଭୁବନେଶ୍ୱର: କେନ୍ଦ୍ର ସାହିତ୍ୟ ଏକାଡେମୀ ଏବଂ ଓଡ଼ିଶା ସାହିତ୍ୟ ଏକାଡେମୀର ମିଳିତ ଆନୁକୂଲ୍ୟରେ ପୂର୍ବାଞ୍ଚଳ ଲେଖକ ସମ୍ମିଳନୀ ସଂସ୍କୃତି ଭବନ ପ୍ରେକ୍ଷାଳୟରେ ଉଦଘାଟିତ ହୋଇଛି। ଉଦଘାଟନୀ ଅଧିବେଶନରେ…