ଆଜିର ଖବର ଗଞ୍ଜାମ ବନ୍ୟା ପରିଚାଳନା: ପୂର୍ବ ସରକାରଙ୍କୁ ଟାର୍ଗେଟ୍ କଲେ ମନ୍ତ୍ରୀ ସୁରେଶ ପୂଜାରୀ ଭୁବନେଶ୍ବର: ଗଞ୍ଜାମ ଜିଲ୍ଲାରେ ସାମୁଦ୍ରିକ ଝଡ଼ ‘ଅର୍ଣ୍ଣବ’ ପ୍ରଭାବରେ ସୃଷ୍ଟି ହୋଇଥିବା ଅଭୂତପୂର୍ବ ବନ୍ୟା ପରିସ୍ଥିତି ଏବଂ ଏହାର ପରିଚାଳନାକୁ ନେଇ ରାଜନୈତିକ ବାତାବରଣ ସରଗରମ ହୋଇଉଠିଛି।…