ଆଜିର ଖବର ରାଜ୍ୟ କ୍ୟାବିନେଟ୍ର ବଡ଼ ନିଷ୍ପତ୍ତି: ୬ ବିଭାଗର ୧୦ ପ୍ରସ୍ତାବକୁ ମଞ୍ଜୁରୀ, ପେପରଲେସ୍ ହେବ ସରକାରୀ କାର୍ଯ୍ୟାଳୟ ଭୁବନେଶ୍ୱର, ୧୨ା୮: ରାଜ୍ୟ କ୍ୟାବିନେଟ୍ ବୈଠକରେ ବୁଧବାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ୬ଟି ବିଭାଗର ୧୦ଟି ପ୍ରସ୍ତାବ ଉପରେ କ୍ୟାବିନେଟ୍ ମୋହର ବାଜିଛି। ବୈଠକ ପରେ ମୁଖ୍ୟ…