ଆଜିର ଖବର ଫସଫେଟ୍ ଏବଂ ପୋଟାସିୟମ୍ ସାର ଉପରେ ପୋଷକ ତତ୍ତ୍ୱ ଆଧାରିତ ସବସିଡିକୁ କ୍ୟାବିନେଟ୍ ମଞ୍ଜୁରି ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି କେନ୍ଦ୍ର କ୍ୟାବିନେଟ ରବି ଋତୁ ୨୦୨୬-୨୭ (ଅକ୍ଟୋବର ପହିଲା ୨୦୨୬ରୁ ରୁ ୩୧ ମାର୍ଚ୍ଚ ୨୦୨୭ ପର୍ଯ୍ୟନ୍ତ ଲାଗୁ…