ଆଜିର ଖବର ଦେବଗଡ଼ରେ ଚାଞ୍ଚଲ୍ୟ: ପ୍ରେମିକା ଘର ନିକଟରୁ ପ୍ରେମିକଙ୍କ ମୃତଦେହ ଉଦ୍ଧାର ଦେବଗଡ଼ : ଦେବଗଡ଼ ଜିଲ୍ଲା ରିଆମାଳ ଅଞ୍ଚଳରେ ଏକ ଅଭାବନୀୟ ଓ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ପ୍ରେମିକାଙ୍କ ଘର ଆଗରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର…