ଆଜିର ଖବର କର୍ମକ୍ଷେତ୍ରରେ ଶହୀଦ ହୋଇଥିବା ବୀରମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଭୁବନେଶ୍ଵର: ସୋମବାର ପୂର୍ବାହ୍ନରେ ରାଜ୍ୟ ପୋଲିସ ମୁଖ୍ୟାଳୟ ପରିସରରେ ୬୬ ତମ ପୋଲିସ ଶହୀଦ ସ୍ମୃତି ଦିବସ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ଆୟୋଜିତ ଏକ ସ୍ଵତନ୍ତ୍ର…