ପୋଲିସ ସବ୍-ଇନ୍‌ସ୍ପେକ୍ଟର ନିଯୁକ୍ତି ପରୀକ୍ଷା

CBI Inquiry: ଓଡିଶା ପୋଲିସ ସବ୍-ଇନ୍‌ସ୍ପେକ୍ଟର ନିଯୁକ୍ତି ପରୀକ୍ଷାର ତଦନ୍ତ କେନ୍ଦ୍ରୀୟ ଅନୁସନ୍ଧାନ ସଂସ୍ଥା ସିବିଆଇ ଦ୍ୱାରା କରାଯିବ। ଏଥିପାଇଁ କେନ୍ଦ୍ର ସରକାର ଆବଶ୍ୟକ ଅନୁମୋଦନ ଦେଇଛନ୍ତି।…