ଆଜିର ଖବର ‘ପୋଲିସ ସ୍ମାରକୀ ଦିବସ’ରେ ସହିଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ ପ୍ରତିରକ୍ଷା ମନ୍ତ୍ରୀ ନୂଆଦିଲ୍ଲୀ: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଆସନ୍ତା ମଙ୍ଗଳବାର, ୨୧ ଅକ୍ଟୋବର ୨୦୨୫ରେ ‘ପୋଲିସ ସ୍ମାରକୀ ଦିବସ’ରେ ନୂଆଦିଲ୍ଲୀସ୍ଥିତ ଜାତୀୟ ପୋଲିସ ସ୍ମାରକୀରେ ସହିଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ…