ଜାତୀୟ ଖବର ପୋଲିସ ସ୍ମୃତି ଦିବସ: ପ୍ରାଣବଳି ଦେଇଥିବା ସାହସୀ ଯୋଦ୍ଧାମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରତିରକ୍ଷା ମନ୍ତ୍ରୀ ନୂଆଦିଲ୍ଲୀ: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଆଜି ପୋଲିସ ସ୍ମାରକୀ ଦିବସ ଅବସରରେ ନୂଆଦିଲ୍ଲୀର ଜାତୀୟ ପୋଲିସ ସ୍ମାରକୀରେ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି। ୧୯୫୯ ମସିହା ଆଜିର…