ଆଜିର ଖବର ପୋଲିସ ହେପାଜତରେ ଯୁବକଙ୍କ ମୃତ୍ୟୁ ଘଟଣା: ପ୍ରିୟଙ୍କା ଗାନ୍ଧୀଙ୍କୁ ଅଟକ ରଖିଲା ପୋଲିସ ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ଆଗ୍ରାରେ ବାଲ୍ମୀକି ସମାଜର ଜଣେ ଯୁବକଙ୍କ ମୃତ୍ୟୁ ପରେ ଏକ ବଡ଼ ଧରଣର ଅଶାନ୍ତି ଦେଖାଦେଇଛି। ଯୁବକଙ୍କ ପରିବାରକୁ ଭେଟିବାକୁ ଯାଉଥିବା କଂଗ୍ରେସ ସାଧାରଣ…