ଆଜିର ଖବର ରାଜ୍ୟ ସରକାରଙ୍କ ବିଶେଷ ପୋଷଣ କାର୍ଯ୍ୟକ୍ରମ “ସୋପାନ” ସମଗ୍ର ସୁନ୍ଦରଗଡ଼ ଜିଲ୍ଲାକୁ ସଂପ୍ରସାରିତ ସୁନ୍ଦରଗଡ଼: ଓଡ଼ିଶାର ୨୨ଟି ଜିଲ୍ଲାର ୧୨୫ଟି ଦୁର୍ଗମ ବ୍ଲକରେ ଶିଶୁ, କିଶୋରୀ ବାଳିକା, ଗର୍ଭବତୀ ଓ ପ୍ରସୂତି ମା’ଙ୍କ ତ୍ୱରାନ୍ୱିତ ପୋଷଣ ପାଇଁ ରାଜ୍ୟ ସରକାର ଆରମ୍ଭ…