ଆଜିର ଖବର ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂ ବାଦଲଙ୍କ ଦେହାନ୍ତ, ପ୍ରଧାନମନ୍ତ୍ରୀ ମୋଦୀଙ୍କ ଶୋକ ନୂଆଦିଲ୍ଲୀ: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂ ବାଦଲଙ୍କ ଆଜି ଦେହାନ୍ତ ହୋଇଯାଇଛି। ସେ ୯୫ ବର୍ଷ ବୟସରେ ଥିଲେ ଏବଂ ଦୀର୍ଘ ସମୟ ଧରି ଅସୁସ୍ଥ…