ପ୍ରଖ୍ୟାତ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକ

ଭୁବନେଶ୍ବର: ପ୍ରଖ୍ୟାତ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ଆଜି ସଂଧ୍ୟାରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ 71 ବର୍ଷ ବୟସ ହୋଇଥିଲା। ସେ ଗତଗୁରୁବାର ଦିନ ଏକ…