ଆଜିର ଖବର ଦୈନିକ ସମ୍ବାଦପତ୍ର ‘ପ୍ରଗତିବାଦୀ’ର ୫୦ ବର୍ଷ ଓ ପ୍ରଦ୍ୟୁମ୍ନ ବଳଙ୍କ ଜୟନ୍ତୀ ସମାରୋହରେ କେନ୍ଦ୍ରମନ୍ତ୍ରୀ ଭୁବନେଶ୍ୱର: ଦେଶର ଲୋକପ୍ରିୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗତ ସ୍ୱାଧୀନତା ଦିବସ ଅବସରରେ ଆଗାମୀ ୨୫ ବର୍ଷ ପାଇଁ ଦେଶବାସୀଙ୍କୁ ଦାୟିତ୍ୱ ଓ କର୍ତ୍ତବ୍ୟର କଥା କହିଛନ୍ତି।…