ଆଜିର ଖବର କେନ୍ଦୁଝର ମଇଦାନକେଲ ପ୍ରଗତି ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ କେନ୍ଦୁଝର: ଶିକ୍ଷା ହେଉଛି ମାନବ ସଭ୍ୟତାର ବିକାଶର ପ୍ରଥମ ପାହାଚ। ଏହି ପାହାଚ ଚଢ଼ି ଭାରତ ବିକଶିତ ହେବ ଏବଂ ଆମେ ଆତମ ନିର୍ଭରଶୀଳ ହୋଇ ପାରିବ।…