ଆଜିର ଖବର ନିର୍ବାଚନର ପ୍ରବଳ ଚାପ ସତ୍ବେ ରକ୍ତଦାନ କଲେ ସମ୍ବଲପୁର ଲୋକସଭାର ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ ଭୁବନେଶ୍ବର: ଚଳିତ ଗ୍ରୀଷ୍ମ ଋତୁ ତଥା ବର୍ତ୍ତମାନର ନିର୍ବାଚନୀ ମାହୋଲରେ ସବୁ ଦଳ ବ୍ୟସ୍ତ ଥିବା ବେଳେ ସମ୍ବଲପୁରରେ ଉତ୍କଟ ରକ୍ତାଭାବକୁ ଲକ୍ଷ୍ୟ କରି ସମ୍ବଲପୁର ବିଜୁ…