ଆଜିର ଖବର ଘନ କୁହୁଡି ସମୟରେ ସୁରକ୍ଷିତ ଟ୍ରେନ୍ ପରିଚାଳନା ପାଇଁ ସ୍ୱତନ୍ତ୍ର ସୁରକ୍ଷା ଅଭିଯାନ ଭୁବନେଶ୍ୱର: କୁହୁଡ଼ି ଏବଂ ପ୍ରତିକୂଳ ପାଣିପାଗ ପରିସ୍ଥିତିରେ ନିରାପଦ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିବା ପାଇଁ ପୂର୍ବ ତଟ ରେଳପଥ ପକ୍ଷରୁ ୧୦ ନଭେମ୍ବର ୨୦୨୬ ଠାରୁ…