ଆଜିର ଖବର ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଆମେରିକା କଂଗ୍ରେସର ପ୍ରତିନିଧି ମଣ୍ଡଳ ନୂଆଦିଲ୍ଲୀ: ଆମେରିକା କଂଗ୍ରେସର ହାଉସ ଅଫ୍ ରିପ୍ରେଜେଣ୍ଟେଟିଭସର ୮ ସଦସ୍ୟ ବିଶିଷ୍ଟ ଏକ ପ୍ରତିନିଧିମଣ୍ଡଳୀ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି। ଏହି ପ୍ରତିନିଧିମଣ୍ଡଳୀରେ ଇଣ୍ଡିଆ କାକସର…