ଆଜିର ଖବର ଏପ୍ରିଲ ୧୦ ତାରିଖରୁ ଉପଲବ୍ଧ ହେବ ୧୮ବର୍ଷରୁ ଉର୍ଦ୍ଧ୍ଵ ବ୍ୟକ୍ତିଙ୍କ ନିମନ୍ତେ ପ୍ରତିଷେଧକ ଟିକା ନୂଆଦିଲ୍ଲୀ: ୧୮ବର୍ଷରୁ ଉର୍ଦ୍ଧ୍ଵ ବ୍ୟକ୍ତିଙ୍କୁ କୋଭିଡ ଟିକାର ପ୍ରତିଷେଧକ ମାତ୍ରା ଘରୋଇ ଟିକାକରଣ କେନ୍ଦ୍ରରେ ପ୍ରଦାନ କରିବାକୁ ସ୍ଥିର ହୋଇଛି। ଏହି ଶ୍ରେଣୀର ଟିକାକରଣ କାର୍ଯ୍ୟକ୍ରମ ଆସନ୍ତା ୧୦ତାରିଖ…