ଆଜିର ଖବର ଆସନ୍ତାକାଲି ଠାରୁ ଆରମ୍ଭ ହେବ ୧୨-୧୪ ବର୍ଷ ବୟସ୍କ ପିଲାଙ୍କ କୋଭିଡ ୧୯ ପ୍ରତିଷେଧକ ଟିକାକରଣ ନୂଆଦିଲ୍ଲୀ: ଆସନ୍ତାକାଲି ଅର୍ଥାତ୍ ୧୬ ମାର୍ଚ୍ଚ, ୨୦୨୨ ଠାରୁ ୧୨ରୁ ୧୪ ବର୍ଷ ବୟସ୍କ ପିଲାମାନଙ୍କୁ କୋଭିଡ ୧୯ ପ୍ରତିଷେଧକ ଟିକା ମାଗଣାରେ ଦିଆଯିବ। ଏଥିସହିତ ସମସ୍ତ…