ଆଜିର ଖବର ବିଶ୍ୱର ୩ଟି ପ୍ରତିଷ୍ଠିତ ବିଶ୍ୱବିଦ୍ୟାଳୟକୁ ଭାରତରେ କ୍ୟାମ୍ପସ ପ୍ରତିଷ୍ଠା ପାଇଁ ମଞ୍ଜୁରୀ ନୂଆଦିଲ୍ଲୀ: ଜାତୀୟ ଶିକ୍ଷା ନୀତି ଅନ୍ତର୍ଗତ ଭାରତୀୟ ଶିକ୍ଷା ବ୍ୟବସ୍ଥାର ଆନ୍ତର୍ଜାତୀୟକରଣ ଦିଗରେ ଏକ ଐତିହାସିକ ସଫଳତା ମିଳିଛି। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିଶ୍ୱର ତିନୋଟି…