ଆଜିର ଖବର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପରେ ଆସିଲା ପାଣ୍ଡିଆନଙ୍କ ଫଳାଫଳ, ବିଜେଡିକୁ ମିଳିବ ଏତିକି ଆସନ ଭୁବନେଶ୍ବର: ଗତକାଲି ଶେଷ ହୋଇଛି ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ଏଥିରେ 4ଟି ଲୋକସଭା ଏବଂ 28ଟି ବିଧାନସଭାରେ ନିର୍ବାଚନ ହୋଇଛି। ତେବେ ଭୋଟ ଗ୍ରହଣ ପରେ କେଉଁ…