ଆଜିର ଖବର ପ୍ରଥମ ଚିଲିକା ପୁସ୍ତକ ମେଳା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ବାଲୁଗାଁ: ଚଳିତ ଅପ୍ରେଲ ୨୪ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ ବାଲୁଗାଁ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହେବାକୁ ଥିବା ପ୍ରଥମ ଚିଲିକା ପୁସ୍ତକ ମେଳା ଆୟୋଜନର ପ୍ରସ୍ତୁତି…