ଆଜିର ଖବର ରାଷ୍ଟ୍ରପତି ଭାବେ ପ୍ରଥମ ବର୍ଷ ପୂରଣ କରିବା ଅବସରରେ ଦ୍ରୌପଦୀ ମୁର୍ମୁଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ ନୂଆଦିଲ୍ଲୀ: ଭାରତର ରାଷ୍ଟ୍ରପତି ଭାବେ ଦ୍ରୌପଦୀ ମୁର୍ମୁ ପ୍ରଥମ ବର୍ଷ ପୂରଣ କରିବା ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଭାରତର ରାଷ୍ଟ୍ରପତି ଟୁଇଟର୍…