ଅନ୍ତରାଷ୍ଟ୍ରୀୟ ୧୧ ବର୍ଷ ବୟସରେ ଦୁର୍ଘଟଣାର ଶିକାର ହୋଇଥିଲେ ଅବନୀ: ପାରାଲିମ୍ପିକ୍ ଗେମ୍ସରେ ଭାରତ ପାଇଁ ଆଣିଲେ ପ୍ରଥମ ସ୍ଵର୍ଣ୍ଣ ନୂଆଦିଲ୍ଲୀ: ଟୋକିଓ ପାରାଲିମ୍ପିକ୍ ଗେମ୍ସରେ ଭାରତର ପାରା ସୁଟର ଅବନୀ ଲେଖରା ଇତିହାସ ସୃଷ୍ଟି କରିଛନ୍ତି। ମହିଳା ୧୦ ମିଟର ଏୟାର ରାଇଫଲ ଷ୍ଟାଣ୍ଡିଂ ଏସଏଚ୧ ଇଭେଣ୍ଟରେ…