ଆଜିର ଖବର ବିଧାୟକ ପ୍ରଦୀପ ମହାରାଥୀଙ୍କ ବିୟୋଗରେ ବିଧାନସଭାରେ ଶୋକ ପ୍ରସ୍ତାବ ଭୁବନେଶ୍ବର, ଆଜି ବିଧାନସଭା ଆରମ୍ଭରେ ବିଧାୟକ ପ୍ରଦୀପ ମହାରାଥୀଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ କରାଯାଇଛି। ଗୃହର ନେତା ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଶୋକ…