ଭୁବନେଶ୍ବର: ପୂର୍ବତନ ସାଂସଦ ତଥା ବିଜେଡି ନେତା ପ୍ରଦୀପ ମାଝୀଙ୍କୁ ନେଇ ବଢିଛି ସସପେନ୍ସ। କାରଣ ହେଲା ସେ ବର୍ତ୍ତମାନ ଯେପରି ଭାଷଣ ଦେଉଛନ୍ତି, ସେଥିରୁ ଅନୁମାନ…
ପ୍ରଦୀପ ମାଝୀ
ନବରଂଗପୁର: ବିବାହ କରି ଫସିଗଲେ ପୂର୍ବତନ ସାଂସଦ ତଥା ବିଜେଡି ନେତା ପ୍ରଦୀପ ମାଝୀ। ବାହା ହେବା ପରେ ସମସ୍ତେ ଖୁସି ହେବା କଥା। ହେଲେ ପ୍ରଦୀପଙ୍କ…
ଭୁବନେଶ୍ବର: ବିବାହ କରିବେ ପୂର୍ବତନ ସାଂସଦ ତଥା ବିଜେଡି ନେତା ପ୍ରଦୀପ ମାଝୀ। ତାଙ୍କର ବାହାଘର ଗୋଆରେ ହେବ ବୋଲି ସ୍ଥିର ହୋଇଛି। ସେଥିପାଇଁ ଉଭୟଙ୍କର ହଳଦୀ…
ଭୁବନେଶ୍ବର: ଓଡିଶା ବିଧାନସଭା ଓ ଲୋକସଭା ନିର୍ବାଚନରେ ବିଜେଡିର କଣ ପାଇଁ ବିପର୍ଯ୍ୟୟ ହେଲା। ଏହାକୁ ନେଇ ଆଜି ପର୍ଯ୍ୟନ୍ତ ତର୍କ ବିତର୍କ ଚାଲିଛି। ଏ ନେଇ…
ଭୁବନେଶ୍ୱର: ବିଜେଡି ଆଦିବାସୀ, କୃଷକ, ଦଳିତ ଓ ଓବିସି ବିରୋଧୀ ବୋଲି ଓଡ଼ିଶାବାସୀ ଜାଣିଛନ୍ତି। ପୂର୍ବରୁ ବିଜେଡି ଆଦିବାସୀଙ୍କ ଜମିକୁ ପୁଞ୍ଜୀପତି ମାନଙ୍କୁ ବିକ୍ରି କରିବା ପାଇଁ…
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଓଡିଶା ସରକାର ସର୍ବଦା ଆଦିବାସୀଙ୍କ ବିକାଶ ଓ କଲ୍ୟାଣ ପାଇଁ କାର୍ଯ୍ୟ କରୁଛନ୍ତି । କିନ୍ତୁ ବିଜେପି…
ନବରଂଗପୁର: ଶେଷରେ ବିଜେଡିରେ ସାମିଲ ହେଲେ ପୂର୍ବତନ ସାଂସଦ ପ୍ରଦୀପ ମାଝୀ। ନବରଂଗପୁରରେ ଏକ ମିଶ୍ରଣ ପର୍ବରେ ସେ ଏବଂ ତାଙ୍କର ଶତାଧିକ କର୍ମୀ ବିଜେଡିରେ ସାମିଲ…
ଭୁବନେଶ୍ବର: ପୂର୍ବତନ ସାଂସଦ ପ୍ରଦୀପ ମାଝୀ କଂଗ୍ରେସରୁ ଇସ୍ତଫା ଦେବା ପରେ ନିଜର ପ୍ରତିକ୍ରୀୟା ରଖିଛନ୍ତି ଜଟଣୀ ବିଧାୟକ ସୁର ରାଉତରାୟ। ସେ ଯେଉଁ କଥା କହିଛନ୍ତି…
ଭୁବନେଶ୍ବର: କଂଗ୍ରେସର ବରିଷ୍ଠ ନେତା ତଥା ନବରଂଗପୁରର ପୂର୍ବତନ ସାଂସଦ ପ୍ରଦୀପ ମାଝୀ ଆଜି ଦଳର ପ୍ରାଥମିକ ସଭ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କର ଇସ୍ତଫା…
ଭୁବନେଶ୍ବର : ଶେଷରେ ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ କଂଗ୍ରେସ ନେତା ତଥା ପୂର୍ବତନ ସାଂସଦ ପ୍ରଦୀପ ମାଝି ବିଜେଡିରେ ଯୋଗଦେବେ। ବହୁ ଆଲୋଚନା ପର୍ଯ୍ୟାଲୋଚନା…
ଭୁବନେଶ୍ୱର, ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ଅନୁଯାୟୀ ପ୍ରଦେଶ କଂଗ୍ରେସ କମିଟିର କାର୍ଯ୍ୟକାରୀ ସଭାପତି ତଥା ପିସିସି ‘ୟାସ’ ଟାସ୍କ ଫୋର୍ସ…
ଭୁବନେଶ୍ୱର, ଓଡ଼ିଶା ସରକ।ରଙ୍କର କୋଭିଡ ରୋଗୀଙ୍କ ପ।ଇଁ ସେବ।ର ପରିଚ।ଳନା ଅତି ନୈର।ଶ୍ୟଜନକ ବୋଲି ପ୍ରଦେଶ କଂଗ୍ରେସ କମିଟି କ।ର୍ଯ୍ୟକ।ରୀ ସଭ।ପତି ପ୍ରଦୀପ ମ।ଝୀ ଅସନ୍ତୋଷ ବ୍ୟକ୍ତ…
ଭୁବନେଶ୍ୱର: ସାଂସଦ ଚନ୍ଦ୍ରାଣୀ ମୁର୍ମୁଙ୍କ ଫେକ ଭିଡିଓକୁ ନେଇ ପୁଲିସର ତତ୍ପରତା ପ୍ରସଙ୍ଗରେ ପିସିସି କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝୀ ଏକ ବଡ଼ ବୟାନ ଦେଇଛନ୍ତି। ଚନ୍ଦ୍ରାଣୀଙ୍କ…