ଆଜିର ଖବର ଭିଜିଲାନ୍ସ ଦ୍ବାରା ଗିରଫ ହେଲେ କୋଟିପତି ଇଂଜିନିୟର ପ୍ରଦୀପ ରଥ ଭୁବନେଶ୍ବର: ଶେଷରେ ଭିଜିଲାନ୍ସ ଦ୍ବାରା ଗିରଫ ହେଲେ କୋଟିପତି ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପ୍ରଦୀପ ରଥ। ସେ କଟକ ଓବିସିସି ର ଅତିରିକ୍ତ ମୁଖ୍ୟଯନ୍ତ୍ରୀ ଭାବେ କାର୍ଯ୍ୟ କରୁଥିଲେ।…