Categories
ଆଜିର ଖବର ଜାତୀୟ ଖବର

ଆଜି ଶ୍ରମଦାନ ଅଭିଯାନରେ ସାମିଲ ହେବାକୁ ନାଗରିକମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅନୁରୋଧ

ନୂଆଦିଲ୍ଲୀ: ଆଜି ପୂର୍ବାହ୍ନ ୧୦ଟାରେ ସ୍ୱଚ୍ଛ ଭାରତ ଅଭିଯାନର ଏକ ଅଂଶ ଭାବେ ଶ୍ରମଦାନ ଅଭିଯାନରେ ନାଗରିକମାନେ ସାମିଲ ହେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅନୁରୋଧ କରିଛନ୍ତି।

ସ୍ୱଚ୍ଛ ଭାରତ ଅର୍ବାନର ଏକ ପୋଷ୍ଟକୁ ଏକ୍ସରେ ସେୟାର କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ‘ଅକ୍ଟୋବର ୧ ପୂର୍ବାହ୍ନ ୧୦ଟାରେ ଆମେ ଏକ ଗୁରୁତ୍ୱପୂର୍ଣ୍ଣ ସ୍ୱଚ୍ଛତା ଅଭିଯାନ ପାଇଁ ଏକାଠି ହେବା।

ଏକ ସ୍ୱଚ୍ଛ ଭାରତ ସମସ୍ତଙ୍କ ଦାୟିତ୍ୱ ଏବଂ ପ୍ରତ୍ୟେକ ଦାୟିତ୍ୱର ମୂଲ୍ୟ ଅଛି। ସ୍ୱଚ୍ଛ ଭବିଷ୍ୟତର ଆରମ୍ଭ ପାଇଁ ଏହି ମହାନ ପ୍ରୟାସରେ ସଭିଏ ସାମିଲ ହୁଅନ୍ତୁ।’

Categories
ଆଜିର ଖବର ଜାତୀୟ ଖବର

ଅକ୍ଟୋବର ୧ରେ ଶ୍ରମଦାନରେ ନାଗରିକମାନେ ଯୋଗ ଦେବାକୁ ପ୍ରଧାନମନ୍ତ୍ରୀଙ୍କ ଅନୁରୋଧ

ନୂଆଦିଲ୍ଲୀ: ୨୦୨୩ ଅକ୍ଟୋବର ୧ ପୂର୍ବାହ୍ନ ୧୦ଟାରେ ସ୍ୱଚ୍ଛ ଭାରତ ଅଭିଯାନର ଏକ ଅଂଶ ଭାବେ ଶ୍ରମଦାନ ଅଭିଯାନରେ ନାଗରିକମାନେ ସାମିଲ ହେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅନୁରୋଧ କରିଛନ୍ତି।

ସ୍ୱଚ୍ଛ ଭାରତ ଅର୍ବାନର ଏକ ପୋଷ୍ଟକୁ ଏକ୍ସରେ ସେୟାର କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ,

‘ଅକ୍ଟୋବର ୧ ପୂର୍ବାହ୍ନ ୧୦ଟାରେ ଆମେ ଏକ ଗୁରୁତ୍ୱପୂର୍ଣ୍ଣ ସ୍ୱଚ୍ଛତା ଅଭିଯାନ ପାଇଁ ଏକାଠି ହେବା।

ଏକ ସ୍ୱଚ୍ଛ ଭାରତ ସମସ୍ତଙ୍କ ଦାୟିତ୍ୱ ଏବଂ ପ୍ରତ୍ୟେକ ଦାୟିତ୍ୱର ମୂଲ୍ୟ ଅଛି। ସ୍ୱଚ୍ଛ ଭବିଷ୍ୟତର ଆରମ୍ଭ ପାଇଁ ଏହି ମହାନ ପ୍ରୟାସରେ ସଭିଏ ସାମିଲ ହୁଅନ୍ତୁ।’