ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା

ଭୁବନେଶ୍ୱର: ସଞ୍ଜ ନଇଁଆସୁଥିଲା। ଭୁବନେଶ୍ୱରର ଐତିହାସିକ ମୁକ୍ତେଶ୍ୱର ମନ୍ଦିର ପ୍ରାଙ୍ଗଣରେ ଧୀରେ ଧୀରେ ଜମୁଥିଲା ଆଲୋକର ବାତାବରଣ। ସେ ଆଲୋକ କୌଣସି କୃତ୍ରିମ ବୈଦ୍ୟୁତିକ ଲାଇଟ ନଥିଲା,…