ବିଶେଷ ଖବର ପ୍ରଧାନମନ୍ତ୍ରୀଙ୍କ ‘ମନ୍ କି ବାତ୍’ ଶୁଣିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଚନ୍ଦ୍ରଶେଖରପୁର ଶିଶୁ ବିହାରରେ ସ୍ଥାନୀୟ ଲୋକଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ୧୨୫ତମ ‘ମନ୍ କି ବାତ୍’ କାର୍ଯ୍ୟକ୍ରମ ଶୁଣିଛନ୍ତି।…