ପ୍ରଧାନମନ୍ତ୍ରୀଙ୍କ ମୟୁର ପ୍ରେମ

ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାସଭବନକୁ ନେଇ ବର୍ତ୍ତମାନ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ଚାଲିଛି। ତାହା ହେଉଛି ଯେ, ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଥିବା ମୟୁରମାନଙ୍କୁ ନେଇ।…