ଆଜିର ଖବର ଯମୁନା ଏକ୍ସପ୍ରେସୱେରେ ଭୟଙ୍କର ଦୁର୍ଘଟଣା, ଘଟଣାସ୍ଥଳରେ ୭ ଯାତ୍ରୀଙ୍କ ମୃତ୍ୟୁ, ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ମଥୁରାର ଯମୁନା ଏକ୍ସପ୍ରେସୱେରେ ଏକ ମର୍ମନ୍ତୁଦ ଦୁର୍ଘଟଣାରେ ୭ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଦୁଇ ଜଣ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ନିକଟସ୍ଥ…