ଆଜିର ଖବର ରବୀନ୍ଦ୍ର ମଣ୍ଡପ ଠାରେ ବିଶିଷ୍ଟ ସଙ୍ଗୀତଜ୍ଞ ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କ ପ୍ରତିମୂର୍ତ୍ତି ଲୋକାର୍ପିତ ଭୁବନେଶ୍ବର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଆଜି ରବୀନ୍ଦ୍ର ମଣ୍ଡପ ଠାରେ ବିଶିଷ୍ଟ ସଙ୍ଗୀତଜ୍ଞ ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କ ପ୍ରତିମୂର୍ତ୍ତି ଲୋକାର୍ପିତ ହୋଇଛି।…